#EndoscopySurgery #OdiaHealthTips
ସର୍ଜରି କଥା ଶୁଣିଲେ ଅଧିକାଂଶ ଲୋକ ଭୟ କରନ୍ତି, ଖାସ୍କରି ବର୍ତ୍ତମାନ ସମୟରେ ଯେଉଁ ଉନ୍ନତମାନର ସର୍ଜରି ଆସୁଛି, ତାକୁ ନେଇ ଲୋକମାନଙ୍କ ମଧ୍ୟରେ ବିଶ୍ୱାସ ଆସୁନି। ତେବେ ଏଣ୍ଡୋସ୍କୋପି ସର୍ଜରି କାହିଁକି ଦରକାର? ଏହାର ଫାଇଦା ବିଷୟରେ ବିଶିଷ୍ଟ ପେଟ ରୋଗ ବିଶେଷଜ୍ଞ ଡାକ୍ତର ଶକ୍ତି ପ୍ରସାଦ ଚୌଧୁରୀ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
An endoscopy is a procedure in which doctor uses specialized instruments to view and operate on the internal organs of the body. So why do you need endoscopic surgery? Let’s find out now from Dr Shakti Prasad Choudhury, a Gastroenterologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!