#Pregnancy #OdiaHealthTips
ଆପଣଙ୍କର ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ପ୍ରଶ୍ନ କମେଣ୍ଟରେ ଆମକୁ ପଚାରନ୍ତୁ। ଆମେ ଏହାର ଉତ୍ତର ଭିଡିଓ ମାଧ୍ୟମରେ ପ୍ରସ୍ତୁତ କରିବାକୁ ଚେଷ୍ଟା କରିବୁ।
ଆପଣ ଗର୍ଭବତୀ ଅଛନ୍ତି କି ନାହିଁ କେମିତି ଜାଣିବେ? ଗର୍ଭବତୀ ଅଛନ୍ତି କି ନାହିଁ ଜାଣିବା ପାଇଁ ଘରେ କିପରି ପରୀକ୍ଷା କରିବେ? ଏନେଇ ଆସନ୍ତୁ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଅଲ୍କତା ଦାସ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
How do you know if you are pregnant? How to test at home to find out if you are pregnant or not? Let’s know more from Dr Alakta Das, a Gynaecologist.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!