#WinterSkinCare #OdiaHealthTips #DoctorAdvice
ଶୀତଦିନ ଆସିଲେ ଅଧିକାଂଶ ଲୋକଙ୍କର ଗୋଇଠି ଫଟାକୁ ନେଇ ଅଧିକ ଅଭିଯୋଗ ଥାଏ। ତେବେ ଏଭଳି ସମସ୍ୟାରୁ କିଭଳି ମୁକ୍ତି ପାଇବେ? ଆସନ୍ତୁ ବିଶିଷ୍ଟ ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର କୁମାର ଅଭିଷେକଙ୍କଠାରୁ ଅଧିକ ଜାଣିବା।
Cracked heels occur when the skin loses its moisture, causing it to dry out and crack. So how do you heal cracked heels? What causes cracks in your heels? Let’s know more from Dr Kumar Abhishek, a Dermatologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!