#Immunization #OdiaHealthTips
ପ୍ରତିବର୍ଷ ମାର୍ଚ୍ଚ ୧୬କୁ ଜାତୀୟ ଟିକାକରଣ ଦିବସ ଭାବେ ପାଳନ କରାଯାଏ। ସମସ୍ତ ଶିଶୁଙ୍କୁ ଏହି ଟିକାକରଣ କାର୍ଯ୍ୟକ୍ରମରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ।
ଟିକାକରଣ ଆମକୁ ବିଭିନ୍ନ ରୋଗରୁ ରକ୍ଷା କରିବାରେ ତଥା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ତେବେ ପ୍ରତ୍ୟେକ ଶିଶୁ ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହେବା ନିହାତି ଜରୁରୀ। ଏଥିପାଇଁ ସରକାରଙ୍କ ତରଫରୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରାଯାଉଛି। ଏହି ଭିଡିଓରେ ୟୁନିସେଫ୍ ଓଡ଼ିଶାର ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ମୀନା ସୋମ୍ ନିୟମିତ ଟିକାକରଣର ଗୁରୁତ୍ୱ ବିଷୟରେ ଆଲୋକପାତ କରିଛନ୍ତି।
ଏହି ଭିଡିଓରେ ରହିଛି,
ନିୟମିତ ଟିକାକରଣ କାହିଁକି ଜରୁରୀ? (0:00)
ଗର୍ଭାବସ୍ଥାରେ କେଉଁ କେଉଁ ଟିକା ନେବା ଜରୁରୀ? (0:58)
ଜଣେ ଶିଶୁ ପାଇଁ ଟିକାକରଣର ଗୁରୁତ୍ୱ (2:13)
ଶିଶୁ ଟିକା ନ ନେଇପାରିଲେ କ’ଣ ସମସ୍ୟା ହୋଇପାରେ? (6:37)
ଟିକାକରଣ ପାଇଁ ସରକାରଙ୍କ ପଦକ୍ଷେପ (8:38)
ଟିକା ନିଅନ୍ତୁ, ସୁସ୍ଥ ସମାଜ ଗଠନ କରନ୍ତୁ (13:33)
National Immunization Day is celebrated every year on March 16. The main goal of the day is to include all children in the immunization program and observed to convey the importance of vaccination.
Vaccination helps protect us from various diseases and boosts our immune system. “Every child needs to be vaccinated regularly.” Various awareness programs are being carried out by the government for this purpose. Let’s know more from Dr Meena Som, Health Specialist, UNICEF, Odisha.
In this Video,
Why is regular vaccination important? in Odia (0:00)
What vaccines should be taken during pregnancy? in Odia (0:58)
The importance of immunization for a child, in Odia (2:13)
What could be the problem if the baby can’t get vaccinated? in Odia (6:37)
Get vaccinated, build a healthy society, in Odia (13:33)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!