#Periods #MenstrualHygieneDay2022 #OdiaHealthTips
ପ୍ରତିବର୍ଷ ମେ’୨୮ରେ ମାସିକ ୠତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ଏହି ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ଏହି ଦିବସ ପାଳନ ହେଉଛି। ଋତୁସ୍ରାବକୁ ନେଇ ଆଜି ବି ଲୋକମାନଙ୍କ ମନରେ ସଙ୍କୋଚ ଭାବ ରହିଛି। ଏହା ମହିଳାଙ୍କ ଶରୀରର ଏକ ପ୍ରାକୃତିକ ପ୍ରକ୍ରିୟା। ଏଥିପାଇଁ ଆମ ଚିନ୍ତାଧାରାକୁ ବଦଳାଇବା ହେବ ଏବଂ ସେଚେତନତା ସୃଷ୍ଟି କରିବାକୁ ପଡ଼ିବ। ମାସିକ ୠତୁସ୍ରାବ ପ୍ରତ୍ୟେକ ମହିଳା ପାଇଁ ଏକ କଠିନ ସମୟ। ଏହି ସମୟରେ ଶରୀରରୁ ଅଶୁଦ୍ଧ ରକ୍ତସ୍ରାବ ହୋଇଥାଏ। ତେଣୁ ନିଜକୁ ପରିଷ୍କାର ପରିଚ୍ଛନ୍ନ ରଖିବା ସହିତ ସଠିକ୍ ଖାଦ୍ୟ ସେବନ କରିବା ନିହାତି ଜରୁରୀ। ନଚେତ୍ ଏହା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟାର କାରଣ ହୋଇପାରେ ଆସନ୍ତୁ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣାଙ୍କଠାରୁ ଋତୁସ୍ରାବ ଓ ଏହାର ପରିଚ୍ଛନତାର ଗୁରୁତ୍ୱ ବିଷୟରେ ଅଧିକ ଜାଣିବା।
World Menstrual Hygiene Day is celebrated on May 28 all over the world every year to create awareness about menstruation, provide safe and hygienic practices to girls, and burst the bubble of taboo. Menstruation can be a difficult time for many, as the body bleeds profusely. So it is important to keep yourself clean and eat the right food to stay healthy during every cycle. Let’s learn more about menstrual hygiene from Dr Lipika Moharana, Gynaecologist.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!