#AbdominalPain #OdishaHealthTips #DoctorAdvice
ପେଟ ଯନ୍ତ୍ରଣାର ବିଭିନ୍ନ କାରଣ ଥାଏ। ଏହାର କାରଣ ଲକ୍ଷଣ ଓ ଚିକିତ୍ସା ବିଷୟରେ କ’ଣ କହୁଛନ୍ତି ବିଶିଷ୍ଟ ପେଟ ରୋଗ ବିଶେଷଜ୍ଞ ଡାକ୍ତର ଶକ୍ତି ପ୍ରସାଦ ଚୌଧୁରୀ, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ପେଟ ଯନ୍ତ୍ରଣା କାହିଁକି ହୁଏ? (0:00)
ଏହାର ଲକ୍ଷଣ କ’ଣ ହୋଇପାରେ? (3:36)
ଏହାର ପରୀକ୍ଷା ଓ ଚିକିତ୍ସା କେମିତି ହୁଏ? (6:34)
ପେଟ ଯନ୍ତ୍ରଣାକୁ ରୋକିବେ କିପରି? (9:09)
It is common to have abdominal pain. But severe abdominal pain can be a sign of a disease. So why do you have abdominal pain, how to treat it and how to prevent it? Let us find out from Dr Shakti Prasad Choudhury, a Gastroenterologist.
In this Video,
Cause of Abdominal pain (0:00)
Symptoms of Abdominal pain (3:36)
Tests & Treatment of Abdominal pain (6:34)
Prevention of Abdominal pain (9:09)
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!