#BladderCancer #OdiaHealthTips
ମୂତ୍ରାଶୟରେ କର୍କଟ ବା ବ୍ଲାଡର କ୍ୟାନ୍ସର କାହିଁକି ହୁଏ? ଏହାର କାରଣ, ଲକ୍ଷଣ, ଚିକିତ୍ସା ବିଷୟରେ କ’ଣ କହୁଛନ୍ତି ଏଚସିଜି ପଣ୍ଡା କ୍ୟାନସର ହସ୍ପିଟାଲର ବିଶିଷ୍ଟ ସର୍ଜିକଲ ଅଙ୍କୋଲୋଜିଷ୍ଟ ଡାକ୍ତର ଜ୍ୟୋତି ରଞ୍ଜନ ସ୍ୱାଇଁ, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ମୂତ୍ରାଶୟରେ କର୍କଟ ବା ବ୍ଲାଡର କ୍ୟାନ୍ସର କ’ଣ? (0:00)
କେଉଁ ବୟସର ଲୋକଙ୍କଠାରେ ଏହା ଅଧିକ ଦେଖାଦିଏ? (0:41)
ବ୍ଲାଡର କ୍ୟାନ୍ସରର ଲକ୍ଷଣ (1:16)
ଏହା କାହିଁକି ହୁଏ? (4:13)
କେତେବେଳେ ଡାକ୍ତରଙ୍କ ପାଖକୁ ଯିବା ଜରୁରୀ? (5:05)
ବ୍ଲାଡର କ୍ୟାନ୍ସରର ପ୍ରକାର ଓ ଏହାର ଚିକିତ୍ସା (7:01)
ଏହା ସମ୍ପୂର୍ଣ୍ଣ ଭାବରେ ଭଲ ହୋଇପାରିବ କି? (8:35)
ଏହାକୁ ରୋକିବେ କିପରି? (9:36)
Bladder cancer is a common type of cancer that begins in the cells of the bladder. What is the main cause of bladder cancer? Let’s find out more from Dr Jyoti Ranjan Swain, a Surgical Oncologist.
In this Video,
What is bladder cancer? (0:00)
At what age do people get it most? (0:41)
Symptoms of bladder cancer (1:16)
Causes of bladder cancer (4:13)
When to go to the doctor? (5:05)
Type and treatment of bladder cancer (7:01)
Can it be completely healed? (8:35)
Prevention of bladder cancer (9:36)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!