#BariatricSurgery #OdiaHealthTips #DoctorAdvice
ଅସ୍ୱାସ୍ଥ୍ୟକର ଖାଦ୍ୟପେୟ, ଶାରୀରିକ ପରିଶ୍ରମର ଅଭାବ ଯୋଗୁଁ ମେଦବହୁଳତା ଭଳି ସମସ୍ୟା ସୃଷ୍ଟି ହୋଇଥାଏ। ମେଦବହୁଳତା ଯୋଗୁଁ ଆମ ଶରୀରରେ ଅନ୍ୟାନ୍ୟ ଦୂରାରୋଗ୍ୟ ରୋଗ ମଧ୍ୟ ଦେଖାଦେବାର ସମ୍ଭାବନା ରହିଛି। ତେବେ କେମିତି କମାଇବେ ମୋଟାପଣ? ବାରିଆଟ୍ରିକ୍ ସର୍ଜରି ମାଧ୍ୟମରେ କେମିତି ହୁଏ ଚିକିତ୍ସା? ଏନେଇ ବିଶିଷ୍ଟ ସର୍ଜନ ଡାକ୍ତର ଦେବାଶିଷ ପଟ୍ଟନାୟକ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
Unhealthy eating habits, lack of physical activity can lead to problems like obesity. Obesity can also lead to other chronic diseases in our body. So how do you reduce obesity? How bariatric surgery helps in weight loss? Let’s find out more from Dr Debasish Patnaik, a Minimal Invasive Surgeon.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!