#StretchMarks #OdiaHealthTips #DoctorAdvice
ଦେହରେ ଷ୍ଟ୍ରେଚ୍ମାର୍କ ପଡ଼ିବା ଅତି ସାଧାରଣ। ବଢ଼ୁଥିବା ବୟସରେ ତଥା ଗର୍ଭାବସ୍ଥାରେ ପେଟରେ ତଥା ଜଙ୍ଘରେ ଷ୍ଟ୍ରେଚ୍ମାର୍କ ପଡ଼ିଥାଏ। ତେବେ ଏହା କେମିତି ଦୂର ହେବ? ଏନେଇ ବିଶିଷ୍ଟ ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର କୁମାର ଅଭିଷେକ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
Stretch marks are fine lines in the skin that happen when quick growth or weight gain stretches the skin. It is very common to have stretch marks on the body. Stretch marks fall on the abdomen and thighs during old age and during pregnancy. Do stretch marks go away? Let’s know more from Dr Kumar Abhishek, a Dermatologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!