#FoodforHealthyHair #OdiaHealthTips #ExpertAdvice
ସୁସ୍ଥ, ସୁନ୍ଦର, ଘନ, କଳା ଓ ଲମ୍ବା କେଶ କାହାକୁ ବା ନ ପସନ୍ଦ। ଏଥିପାଇଁ ଉଭୟ ମହିଳା ଓ ପୁରୁଷ ଘଣ୍ଟା ଘଣ୍ଟା ଧରି ପାର୍ଲରରେ ସମୟ ବିତାଇଥାଆନ୍ତି। ହେଲେ ସୁସ୍ଥ ତ୍ୱଚା ଓ କେଶ ପାଇଁ ଖାଦ୍ୟର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ। ତେବେ ଖାଦ୍ୟରେ କେଉଁ ଭଳି ଖାଦ୍ୟ ଖାଇବେ? ସିନିୟର ଡାଏଟିସିଆନ୍ ଅନ୍ମୟୀ ନନ୍ଦ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
Everyone wants healthy, beautiful, thick, black, and long hair. For this reason, both men and women spend hours in the parlor. However, the role of food is very crucial for healthy skin and hair. So what kind of food to eat? Let’s find out more from Dietician Anmayee Nanda.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!