#BackPain #OdiaHealthTips
ଯୁବପିଢ଼ିଙ୍କଠାରୁ ଆରମ୍ଭ କରି ବୟସ୍କ ଯାଏଁ, ସବୁ ବୟସର ବ୍ୟକ୍ତିଙ୍କଠାରେ ଦେଖିବାକୁ ମିଳୁଛି ଅଣ୍ଟା ବିନ୍ଧା ସମସ୍ୟା। ଆଧୁନିକ ଜୀବନଶୈଳୀ ଏବଂ ଘଣ୍ଟା ଘଣ୍ଟା ଧରି ଗୋଟିଏ ସ୍ଥାନରେ ବସି ରହିବା ଯୋଗୁଁ ଏହି ସମସ୍ୟା ବଢ଼ିବାରେ ଲାଗିଛି। ତେବେ ଅଣ୍ଟା ବିନ୍ଧା କେମିତି ଭଲ ହେବ? ସ୍ପାଇନ୍ ଆଣ୍ଡ୍ ପେନ୍ ସ୍ପେଶାଲିଷ୍ଟ ଡାକ୍ତର ରାଜେନ୍ଦ୍ର ସାହୁଙ୍କଠାରୁ ଆସନ୍ତୁ ଏବିଷୟରେ ଜାଣିବା।
ଏହି ଭିଡିଓରେ ରହିଛି
ଅଣ୍ଟା ବିନ୍ଧାର ଏହି ସବୁ ଲକ୍ଷଣକୁ ଅଣଦେଖା କରନ୍ତୁ ନାହିଁ (0:00)
ଅଣ୍ଟା ବିନ୍ଧାର ଚିକିତ୍ସା (5:41)
ବର୍ତ୍ତମାନ ସମୟରେ ଅଣ୍ଟା ବିନ୍ଧା ଅଧିକ ହେଉଛି, ଏହାକୁ ରୋକିବେ କିପରି? (6:09)
Back pain refers to discomfort or pain experienced anywhere along the spine or in the surrounding muscles, ligaments, and joints. Back pain can be caused by a variety of factors, ranging from everyday activities and poor lifestyle choices to medical conditions and injuries. Let’s know more about the Causes, Treatment and Prevention of Back Pain from Dr Rajendra Sahoo, a Spine & Pain Specialist.
In this Video,
What are the Symptoms of Back Pain? in Odia (0:00)
Treatment of Back Pain, in Odia (5:41)
Prevention of Back Pain, in Odia (6:09)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!