#HIV #AIDS #WordAidsDay #OdiaHealthTips
ପ୍ରତିବର୍ଷ ଡିସେମ୍ବର ୧ ତାରିଖକୁ ବିଶ୍ୱ ଏଡ୍ସ ଦିବସ ଭାବେ ପାଳନ କରାଯାଉଛି। ଏଡ୍ସ ରୋଗର ଭୟାବହତା ବିଷୟରେ ଲୋକଙ୍କୁ ଜଣାଇବା ଏବଂ ଏହାକୁ କିପରି ରୋକିପାରିବା, ଏହା ହେଉଛି ବିଶ୍ୱ ଏଡସ ଦିବସ ମୂଳ ଉଦ୍ଦେଶ୍ୟ। ତେବେ ଏଡ୍ସ ରୋଗ କାହିଁକି ହୁଏ? ଏହାର ସଂକ୍ରମଣକୁ କେମିତି ରୋକି ପାରିବା, ସେନେଇ ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ଏଡ୍ସ ସଂକ୍ରମଣର କାରଣ କ’ଣ? (0:00)
ଏଡ୍ସ ସଂକ୍ରମଣ ହୋଇଛି କି ନାହିଁ ଜାଣିବେ କିପରି? (1:47)
ଏଡ୍ସ ରୋଗର ଚିକିତ୍ସା (3:52)
December 1 is celebrated as World AIDS Day. The main purpose of World AIDS Day is to raise awareness about the dangers of AIDS and how to prevent it. So how does AIDS occur? How to prevent the infection? Let’s learn from Prof Dr Srikant Kumar Dhar, a Medicine Specialist.
In this Video,
Causes of HIV/AIDS, in Odia (0:00)
How do you know if you have HIV/AIDS? in Odia (1:47)
Treatment of HIV/AIDS, in Odia (3:52)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!