#WorldCancerDay #OdiaHealthTips
ପ୍ରତିବର୍ଷ ଫେବ୍ରୁଆରି ୪ ତାରିଖରେ ବିଶ୍ୱ କ୍ୟାନସର ଦିବସ ପାଳନ କରାଯାଇଥାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ କ୍ୟାନସର ସଂପର୍କରେ ଲୋକଙ୍କୁ ସଚେତନ କରାଇବା ଏବଂ କ୍ୟାନସରର ପ୍ରତିଶତ ହ୍ରାସ କରିବା।
କ୍ୟାନସର ଏକ ମାରାତ୍ମକ ରୋଗ। ଆମ ଶରୀରର କୋଷିକାଗୁଡ଼ିକ ଅନିୟନ୍ତ୍ରିତ ଭାବେ ବଢ଼ିଚାଲିଲେ ଏହା ଟ୍ୟୁମରର ଆକାର ନେଇଥାଏ। ପରବର୍ତ୍ତି ସମୟରେ ଏହି ଟ୍ୟୁମର କ୍ୟାନସରର କାରଣ ପାଲଟେ। ସଠିକ ମୟରେ କ୍ୟାନସରକୁ ଚିହ୍ନଟ କରି ପାରିଲେ ଆମେ ଏହାର ଜଟିଳତାକୁ ରୋକିପାରିବା। ଆସନ୍ତୁ ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞଠାରୁ କ୍ୟାନ୍ସର ସମ୍ପର୍କରେ ଅଧିକ ଜାଣିବା।
World Cancer Day is observed worldwide on February 4. The aim is to inform and encourage people on its prevention, early detection, and treatment. Let’s find out what Radiation Oncologist Dr Sanjib Kumar Mishra, Dr Chira Ranjan Khadanga, Dr Arya Kumar Banidutta & Oncologist Dr Sourav Kumar Mishra have to say.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!