#WorldHearingDay #EarHealth #OdiaHealthTips
ସାଧାରଣତଃ କାନରେ ମଳି ଜମିବା, ଥଣ୍ଡା, ସଂକ୍ରମଣ ଓ ଅନ୍ୟାନ୍ୟ କାରଣରୁ କାନ ବିନ୍ଧା ହୋଇପାରେ। ତେଣୁ କାନକୁ ସଫା ରଖିବା ନିହାତି ଜରୁରୀ। ତେବେ କାନର ଯତ୍ନ କିପରି ନେବେ, ଖାସ୍ କରି କାନକୁ ସଫା କିପରି କରିବେ? ଆସନ୍ତୁ ବିଶିଷ୍ଟ କର୍ଣ୍ଣ, ନାଶା, ଗଳା ଡାକ୍ତର ରାଜଲକ୍ଷ୍ମୀ ପାଣିଗ୍ରାହୀଙ୍କଠାରୁ ଏହି ବିଷୟରେ ଅଧିକ ଜାଣିବା।
ଏହି ଭିଡିଓରେ ରହିଛି,
କାନକୁ କେମିତି ରଖିବେ ସଫା?
ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୩ ତାରିଖରେ ବିଶ୍ୱ ଶ୍ରବଣ ଶକ୍ତି ଦିବସ ପାଳନ କରାଯାଏ। ବଧିରତାରୁ ମନୁଷ୍ୟ କିଭଳି ନିଜକୁ ବଞ୍ଚାଇପାରିବେ ସେ ଦିଗରେ ସଚେତନତା ସୃଷ୍ଟି ଏବଂ କାନର ଯତ୍ନ ନେବାକୁ କେନ୍ଦ୍ର କରି ଏହି ଦିବସକୁ ପାଳନ କରାଯାଏ। ‘ବିଶ୍ୱ ଶ୍ରବଣ ଶକ୍ତି ଦିବସ’ ପାଳନ ଅବସରରେ ଶ୍ରବଣ ଜନିତ ସମସ୍ୟା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆଇଏଫଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ଏକ କାର୍ଯ୍ୟକ୍ରମ କରାଯାଉଛି। ଶ୍ରବଣ ଜନିତ ସମସ୍ୟା ଏବଂ କାନର ଯତ୍ନ ବାବଦରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସର ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତକାରକୁ ଆଧାର କରି ଏହି ଭିଡିଓ ପ୍ରସ୍ତୁତ କରାଯାଇଛି।
Ear health is crucial for overall well-being, as the ears play a vital role in various aspects of our daily lives. Maintaining good ear health involves practicing proper ear hygiene, protecting the ears from excessive noise, seeking timely medical attention for any issues. What is the right technique to clean our ears? Let’s know more from Dr Rajlaxmi Panigrahi, an ENT Specialist.
In this Video,
How to clean your Ears? in Odia
World Hearing Day is observed annually on March 3rd, raising awareness about hearing loss and promoting global ear and hearing care. Together, we can create a world where everyone can enjoy the sounds of life. Join the awareness campaign by IFI Foundation in association with Swasthya Plus Network, and OdishaLIVE on this World Hearing Day.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!