#FoodandNutrition #OdiaHealthTips
ବର୍ତ୍ତମାନ ସମୟରେ ଗ୍ୟାସ୍ ଏକ ସାଧାରଣ ସମସ୍ୟା। ଅଧିକାଂଶ ବ୍ୟକ୍ତି ଏହି ସମସ୍ୟାରେ ପୀଡ଼ିତ। ତେବେ ଏହାକୁ ଦୂର କେମିତି କରିବେ? ଏନେଇ ଡାଏଟିସିଆନ୍ ସୁଶ୍ରୀ ତପସ୍ୱିନୀ ଦାସଙ୍କଠାରୁ ଅଧିକ ଜାଣନ୍ତୁ।
Gas is a common problem nowadays. Most people suffer from this problem. What foods heal gastritis? Let’s find out more from Sushree Tapaswini Das, a Dietician.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!