#EyeDonation #OdiaHealthTips
ଚକ୍ଷୁଦାନକୁପ୍ରୋତ୍ସାହିତ କରିବା ପାଇଁ ଦେଶରେ ପ୍ରତିବର୍ଷଅଗଷ୍ଟ ୨୫ରୁ ସେପ୍ଟେମ୍ବର ୮ଯାଏଁ ଜାତୀୟ ଚକ୍ଷୁଦାନ ପକ୍ଷ ଭାବେ ପାଳନକରାଯାଉଛି।
ଚକ୍ଷୁଦାନ ମହତ ଦାନ। ଜଣେ ବ୍ୟକ୍ତି ଚକ୍ଷୁ ଦାନ କଲେ ୨ଜଣ ବ୍ୟକ୍ତି ସ୍ଵଚ୍ଛପଟଳ ଜନିତ ଅନ୍ଧତ୍ୱରୁ ରକ୍ଷା ପାଇପାରିବେ ଏବଂ ଦୁନିଆକୁ ଦେଖିପାରିବେ। ତେଣୁ ଚକ୍ଷୁଦାନ କରିବା ଆବଶ୍ୟକତା ରହିଛି। କେମିତି କରିବେ ଚକ୍ଷୁଦାନ? ଆସନ୍ତୁ ଏ ବିଷୟରେ ଚକ୍ଷୁବିଶେଷଜ୍ଞ ଡାକ୍ତର ସୁଜାତା ଦାସଙ୍କଠାରୁ ଅଧିକ ଜାଣିବା।
ଏହିଭିଡିଓରେ ରହିଛି,
ଚକ୍ଷୁଦାନ (0:00)
ଚକ୍ଷୁ ସଂଗ୍ରହର ପ୍ରକ୍ରିୟା କ’ଣ? (1:04)
କେଉଁମାନଙ୍କଠାରେ ଚକ୍ଷୁ ପ୍ରତିରୋପଣ କରାଯାଏ? (2:12)
କିଏ କରିପାରିବେ ଚକ୍ଷୁଦାନ? (3:29)
Eye donation is an incredible way to give the gift of sight and transform lives. It involves donating one’s eyes after death to help restore vision for someone in need. The corneas, which are the clear front part of the eye, are usually transplanted to people with damaged or diseased corneas, helping them regain their sight. Let’s know more about Eye Donation from Dr Sujata Das, an Ophthalmologist.
In this Video,
What is Eye Donation? in Odia (0:00)
What is the process of Eye Donation? in Odia (1:04)
Who is advised for Eye Transplant? in Odia (2:12)
Who can Donate their Eyes? in Odia (3:29)
The National Eye Donation Fortnight is celebrated every year from August 25 to September 8, to raise awareness about the importance of Eye Donation.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!