#ChildhoodEpilepsy #OdiaHealthTips
ବାତ ମାରିବା ବା ମୂର୍ଚ୍ଛାରୋଗ ଏକ ମସ୍ତିଷ୍କଜନିତ ରୋଗ। ଏହା ଯେକୌଣସି ବୟସର ବ୍ୟକ୍ତିଙ୍କୁ ହୋଇପାରେ। ଆମ ମସ୍ତିଷ୍କର କୋଷିକାଗୁଡ଼ିକ ଏକ ପ୍ରକାରର ଇଲେକ୍ଟ୍ରିକ୍ କରେଣ୍ଟ ଜରିଆରେ କାମ କରନ୍ତି। ଏହି କରେଣ୍ଟ ନିୟନ୍ତ୍ରଣ ବାହାରକୁ ଚାଲିଗଲେ ମସ୍ତିଷ୍କରେ ଏକ ଝଡ଼ ସୃଷ୍ଟି କରେ। ଜଣଙ୍କୁ ଫିଟ୍ସ ମାରିଲେ ସେ ଥରି ଥରି ତଳେ ପଡ଼ିଯାଏ ଓ ସାମୟିକ ଭାବେ ଚେତାଶୂନ୍ୟ ହୋଇଯାଏ। ତେବେ ଛୋଟ ପିଲାଙ୍କଠାରେ ଏହି ସମସ୍ୟା ହେଲେ କ’ଣ କରିବେ? ପ୍ରାଥମିକ ଉପଚାର କେମିତି ଦେବେ? ଏହି ବିଷୟରେ କ’ଣ କହୁଛନ୍ତି ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ଅରକ୍ଷିତ ସ୍ୱାଇଁ, ଆସନ୍ତୁ ଜାଣିବା।
Seizures or Flexible Image Transport System (FITS) in children can have many causes and are associated with the brain. The cells of the brain communicate through tiny electrical impulses. The child may have a sudden, overwhelming sense of terror because a large number of brain cells carry an electrical charge at the same time. Does childhood epilepsy cause problems later in life? Is it fatal? Let’s find out more from Dr Arakhita Swain, a Paediatrician.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!