#EyeCare #OdiaHealthTips
କାହିଁକି ହୁଏ ଟେରାପଣ? ଏହାର କାରଣ, ଲକ୍ଷଣ ଓ ଚିକିତ୍ସା ବିଷୟରେ କ’ଣ କହୁଛନ୍ତି ବିଶିଷ୍ଟ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ବିବେକ୍ ଓ୍ୱାର୍କଡ୍, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ଟେରାପଣ କ’ଣ? (0:00)
ଆଖି ଟେରା ହେଲେ କେଉଁ କେଉଁ ସମସ୍ୟା ହୋଇପାରେ? (0:32)
ଏହା ହେବାର କାରଣ କ’ଣ? (2:22)
ଏହାର ଚିକିତ୍ସା କେମିତି ହୁଏ? (3:40)
ଏକ୍ସରସାଇଜ୍ ଦ୍ୱାରା ଟେରାପଣ ଠିକ୍ ହୋଇପାରିବ କି? (5:49)
Squint is a misalignment of the two eyes where the eyes don’t look in the same direction. Is it curable? What is the treatment of squint eye? Let’s find out more from Dr Vivek Warkad, Strabismus & Neuro Ophthalmology.
In this Video,
What is a squint eye? (0:00)
What problem can someone face with squint? (0:32)
Causes of squint eye (2:22)
Treatment of squint eye (3:40)
Are there any eye exercises for correcting squint naturally? (5:49)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!