#Diabetes #WorldDiabetesDay #EducationtoProtect #ଡାଏବେଟିସ୍ #ମଧୁମେହ
ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ବର୍ତ୍ତମାନ ଘରେ ଘରେ ଡାଏବେଟିସ୍ ରୋଗୀ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ ହେଉଛି ନିୟମିତ ବ୍ୟବଧାନରେ ଡାକ୍ତରୀ ପରୀକ୍ଷା, ସ୍ୱାସ୍ଥ୍ୟକର ଜୀବନଶୈଳୀ, ଔଷଧ ଏବଂ ସଠିକ୍ ଡାଏଟ୍।
ସ୍ୱାସ୍ଥ୍ୟପ୍ଲସ୍ ଏବଂ ଓଡ଼ିଶାଲାଇଭର ସ୍ୱତନ୍ତ୍ର ମିଡିଆ କ୍ୟାମ୍ପେନ ‘ଡାଏବେଟିସ୍ ୩୬୦’।
ଏହି ଏପିସୋଡରେ ରହିଛି,
ଡାଏବେଟିସ୍ ରୋଗୀଙ୍କ ପାଇଁ ଉପଯୁକ୍ତ ଖାଦ୍ୟ (0:00)
ଡାଏବେଟିସ୍ ଡାଏଟ୍ ଚାର୍ଟ (2:06)
‘ଡାଏବେଟିସ୍ ୩୬୦’ ମିଡିଆ କ୍ୟାମ୍ପେନର ‘ପ୍ରାଇମ ପାର୍ଟନର’ ସମ୍ ଅଲ୍ଟିମେଟ୍ ମେଡିକେୟାର। ‘ଆଇ କେୟାର ପାର୍ଟନର’ ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ।
Diabetes has emerged as a global health problem today. Uncontrolled diabetes can lead to various complications. The best way to control it is through regular medical checkups, a healthy lifestyle, medication, and a proper diet.
In this Video,
Healthy Diet for Diabetics, in Odia (0:00)
Diabetic Diet Plan chart, in Odia (2:06)
‘Diabetes 360’: Special Media Campaign by Swasthya Plus & OdishaLIVE on World Diabetes Day.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!