#WorldDiabetesDay #OdiaHealthTips #DoctorAdvice
ବିଶ୍ୱ ମଧୁମେହ ଦିବସ (ୱାର୍ଲ୍ଡ ଡାଏବେଟିସ୍ ଡେ’)। ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ବିଶ୍ଵ ମଧୁମେହ ଦିବସ ଭାବେ ପାଳନ କରାଯାଏ। ଏହି ରୋଗ ବାବଦରେ ଜନସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଲକ୍ଷ୍ୟ। ନାନା ରୋଗର ମୂଳ କାରଣ ହେଉଛି ମଧୁମେହ। ତେଣୁ ମଧୁମେହକୁ ନିୟନ୍ତ୍ରଣ କରିବା ନିହାତି ଆବଶ୍ୟକ। ତେବେ ଡାଏବେଟିସ୍କୁ ନିୟନ୍ତ୍ରଣ କରିବା ପାଇଁ ୩ଟି ଫର୍ମୂଲା ବିଷୟରେ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ସମ୍ବିତ ଦାସ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
Every year, November 14 is celebrated as ‘World Diabetes Day’. The main goal of the day is to raise awareness about the disease. Diabetes is one of the most serious problems in the world. It is almost impossible to fully recover from diabetes. However, if we control it, we can avoid various chronic diseases such as heart attacks, high blood pressure. What are the 3 formulas for controlling diabetes? Let’s know from Dr Sambit Das, an Endocrinologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!