#OralHealth #OdiaHealthTips #WOHD22
ପ୍ରତିବର୍ଷ ମାର୍ଚ୍ଚ ୨୦କୁ ବିଶ୍ୱ ମୁଖ ସ୍ୱାସ୍ଥ୍ୟ ଦିବସ ଭାବେ ପାଳନ କରାଯାଏ। ପାଟିରୁ ସମସ୍ତ ରୋଗର ସୃଷ୍ଟି। ପାଟି ବାଟେ ସମସ୍ତ ବ୍ୟାକ୍ଟେରିଆ ଶରୀରକୁ ଯାଇଥାଏ। ତେଣୁ ମୁଖର ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଆସନ୍ତୁ ଦାନ୍ତର ଯତ୍ନ ବିଷୟରେ ଡାକ୍ତର ଏଲିନା ମିଶ୍ର କ’ଣ କହୁଛନ୍ତି, ଜାଣିବା।
World Oral Health Day is a global movement celebrated on March 20 each year with the goal of empowering people with the knowledge, tools, and confidence to secure good oral health. Dental and oral health is an essential part of your overall health and well-being. Let’s know more from Dr Ellena Mishra, an Endodontics & Cosmetic Dentistry.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!