#ChildCare #YouTubeShorts
ପିଲାଙ୍କ ବୃଦ୍ଧି ଏବଂ ବିକାଶ ପାଇଁ କେବଳ ଖାଦ୍ୟ ନୁହେଁ, ବ୍ୟାୟମ, ଖେଳକୁଦ ଏବଂ ଠିକ ସମୟରେ ନିଦ୍ରାର ଆବଶ୍ୟକତା ରହିଛି। ଛୋଟ ବେଳେ ପିଲାଙ୍କର ଉପଯୁକ୍ତ ବିକାଶ ନହେଲେ ତାଙ୍କୁ ପରବର୍ତ୍ତୀ ସମୟରେ ବହୁ ପ୍ରକାରର ରୋଗର ସାମ୍ନା କରିବାକୁ ପଡ଼ିପାରେ। ତେଣୁ, ପିଲାଙ୍କ ଉପଯୁକ୍ତ ବିକାଶ ପାଇଁ କ’ଣ କରିବା ଆବଶ୍ୟକ, ଆସନ୍ତୁ ଜାଣିବା ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଦୀପ କୁମାର ଦେ’ଙ୍କ ଠାରୁ।
The early years of a child’s life are very important for his or her health and development. Healthy development means that children of all abilities, including those with special health care needs, are able to grow up where their social, emotional, and educational needs are met. So, what should be the perfect diet plan for your child? Let’s find out from Dr Pradeep Kumar Dey, a Paediatrician.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!