#GriefManagement #OdiaHealthTips
ଓଡ଼ିଶାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଅନେକ ଲୋକଙ୍କର ହସଖୁସିର ସଂସାର ଉଜାଡ଼ି ଦେଇଛି। ଏହି ଟ୍ରେନ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପରିବାର ଏକ ପ୍ରକାର ହତାସ ହୋଇପଡ଼ିଛନ୍ତି। କିଏ ନିଜ ଲୋକଙ୍କୁ ଜୀବତ ପାଇଥିବାବେଳେ ଆଉ କେହିଁ ବର୍ତ୍ତମାନ ସୁଦ୍ଧା କୌଣସି ଖୋଜ ଖବର ପାଉନାହାନ୍ତି। ଆଉ କେହି ନିଜ ପରିବାର ସଦସ୍ୟଙ୍କ ଶବ ଦେଖି କୋହ ସମ୍ଭାଳିପାରୁ ନାହାନ୍ତି। ଏଭଳି ଏକ ଅପ୍ରିତିକର ପରିସ୍ଥିତିରେ ସେମାନେ ନିଜକୁ କିପରି ସମ୍ଭାଳିବେ। ଏଭଳି ଆଘାତରୁ ନିଜକୁ କେମିତି ବାହାର କରିବେ? ଆସନ୍ତୁ ମନସ୍ତତ୍ତ୍ୱବିତ୍ ସୌମ୍ୟା ଜଗତଦେବଙ୍କଠାରୁ ଏ ବିଷୟରେ ଶୁଣିବା।
Let’s know more about How to cope with grief and loss from Soumya Jagatdeb, a Psychologist, Children First India.
Produced with Technical Support from School Initiative for Mental Health Advocacy, TISS.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!