#WomenHealth #IWD2022 #CreatingForIndia
ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଉଦ୍ଦେଶ୍ୟ।
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତୁ ମହିଳାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଓ ଏହାର ସମାଧାନ ବିଷୟରେ ବିଶିଷ୍ଟ ଡାକ୍ତରଙ୍କମାନଙ୍କଠାରୁ ଜାଣିବା।
ଏହି ଭିଡିଓରେ ରହିଛି,
ମାସିକ ଋତୁସ୍ରାବକୁ ଜାଣନ୍ତୁ (0:00)
ମହିଳାଙ୍କଠାରେ ପିସିଓଏସ୍ ସମସ୍ୟା (2:21)
ଗର୍ଭାବସ୍ଥାରେ କେମିତି ନେବେ ନିଜର ଯତ୍ନ? (4:41)
ଗର୍ଭାବସ୍ଥାରେ ସଠିକ ଡାଏଟ୍? (6:58)
Every year, March 8 is marked as International Women’s Day across the globe. International women’s day is a day of celebration and reflection on progress made to promote and protect women’s equality and human rights.
On the occasion of International Women’s Day, let’s learn from eminent doctors about women’s health problems and their solutions.
In this Video,
Things to know about menstruation/period, in Odia (0:00)
PCOS problem in women, in Odia (2:21)
How to take care of yourself during pregnancy?, in Odia (4:41)
Right diet during pregnancy, in Odia (6:58)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!