#WorldStrokeDay #CanBePrevented
ବ୍ରେନ୍ ଷ୍ଟ୍ରୋକ୍ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ହୋଇଛି। ପରିବର୍ତ୍ତିତ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ, ଉଚ୍ଚରକ୍ତଚାପ, ଅନିୟନ୍ତ୍ରିତ ମଧୁମେହ ଭଳି ଅନେକ କାରଣ ଯୋଗୁଁ ବର୍ତ୍ତମାନ ଷ୍ଟ୍ରୋକ୍ର ମାମଲା ବଢ଼ିବାରେ ଲାଗିଛି। ତେଣୁ, ଷ୍ଟ୍ରୋକ୍ ମୁକ୍ତ ଜୀବନ ପାଇଁ ଏହାର କାରଣ, ଲକ୍ଷଣ, ଚିକିତ୍ସା ଏବଂ ଷ୍ଟ୍ରୋକ୍ ପରବର୍ତ୍ତି ପରିଚାଳନା ବିଷୟରେ ଅବଗତ ହେବା ଜରୁରୀ।
ବିଶ୍ଵ ଷ୍ଟ୍ରୋକ ଦିବସ ଅବସରରେ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୧୬ରୁ ୩୧ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ‘ଷ୍ଟ୍ରୋକ ମୁକ୍ତ ଜୀବନ’। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ଵରସ୍ଥିତ ‘ଆଇସିଏମଆର-ଆରଏମଆରସି’, ‘ଇଣ୍ଡିଆନ୍ ପବ୍ଲିକ ହେଲ୍ଥ ଆସୋସିଏସନ୍’ ଏବଂ ‘ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ ଇଣ୍ଡିଆ’ ନଲେଜ ପାର୍ଟନର ରହିଛନ୍ତି। ଏହାସହ ‘କେୟାର ହସ୍ପିଟାଲ’ କାର୍ଯ୍ୟକ୍ରମର ହେଲଥ କେୟାର ପାର୍ଟନର ରହିଛି।
Strokes are a major global health issue due to lifestyle changes, high blood pressure, and diabetes. It’s vital to know the causes, symptoms, treatment, and post-stroke care for a healthier life. Let’s know more about Prevention and Management of Stroke.
On the occasion of World Stroke Day, IFI Foundation is teaming up with OdishaLIVE & Swasthya Plus Odia to launch ‘Stroke Mukta Jeebana: Life Free from Stroke,’ a pioneering public health awareness campaign. We’re proud to collaborate with esteemed partners: ICMR-RMRCBB, Indian Public Health Association, and Public Health Foundation of India, alongside Healthcare Partner Care Hospitals.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!