#AskSwasthyaPlus #EyeCare #OdiaHealthTips
ଆପଣଙ୍କର ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ପ୍ରଶ୍ନ କମେଣ୍ଟରେ ଆମକୁ ପଚାରନ୍ତୁ। ଆମେ ଏହାର ଉତ୍ତର ଭିଡିଓ ମାଧ୍ୟମରେ ପ୍ରସ୍ତୁତ କରିବାକୁ ଚେଷ୍ଟା କରିବୁ।
ଆଖି ହେଉଛି ଆମ ଶରୀରର ଏକ ସମ୍ବେଦନଶୀଳ ଅଙ୍ଗ। ଆଖି ଭିତର ପୃଷ୍ଠକୁ ଆର୍ଦ୍ର ରଖିଥାଏ ଆମ ଆଖିର ଲୁହ। ଏହା ସହିତ ଆଖିରେ ପଡୁଥିବା ଛୋଟ କଣିକାଗୁଡ଼ିକୁ ସଫା କରିବାରେ ମଧ୍ୟ ଲୁହ ସାହାଯ୍ୟ କରିଥାଏ। ହେଲେ କେତେକଙ୍କଠାରେ ଆଖିରୁ ଅତ୍ୟଧିକ ପାଣି ଗଡୁଥିବା ଦେଖିବାକୁ ମିଳେ। ଏହା ଏକ ଚକ୍ଷୁଜନିତ ସମସ୍ୟା। ଆସନ୍ତୁ ବିଶିଷ୍ଟ ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ସୂର୍ଯ୍ୟସ୍ନାତ ରଥଙ୍କଠାରୁ ପାଣି ଗଡ଼ିବା ସମସ୍ୟା ଓ ଏହାର ଚିକିତ୍ସା ବିଷୟରେ ଅଧିକ ଜାଣିବା।
The eye is a sensitive part of our body. The tears in our eyes keep the eye moist. Tears also help cleanse the small particles in the eye. Watery eyes result from one or both eyes producing too many tears. How do you treat watery eyes? What are the causes of watery eyes? Let’s know more from Ophthalmologist Dr Suryasnata Rath.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!