#InternationalYogaDay2022 #YogaforHumanity #OdiaHealthTips
ଯୋଗ ମନ, ମସ୍ତିଷ୍କ ଏବଂ ଶରୀରର ପାଇଁ ବେଶ୍ ଲାଭଦାୟକ। ଯୋଗ ଶରୀର ସଙ୍ଗେ ସଙ୍ଗେ ମନକୁ ବି ସୁସ୍ଥ ରଖିଥାଏ। ଯୋଗର ବିଭିନ୍ନ ଶୈଳୀ ଥାଏ, ଯେଉଁଥିରେ ଶାରୀରିକ ମୁଦ୍ରା, ନିଶ୍ୱାସ ପ୍ରଶ୍ୱାସ ନେବାର କୌଶଳ ଏବଂ ମେଡିଟେସନ ଆଦି ସାମିଲ ରହିଛି। ବିଶ୍ୱ ଯୋଗ ଦିବସ ଅବସରରେ ଯୋଗ ପ୍ରଶିକ୍ଷକ ଗଣେଶ୍ୱର ଗୋଚ୍ଛିକାରଙ୍କଠାରୁ ଆସନ୍ତୁ ୫ଟି ଯୋଗାସନ ବିଷୟରେ ଜାଣିବା।
Yoga is can be very beneficial for the mind, brain, and overall health. Yoga has a variety of styles, including physical exercises, breathing techniques, and meditation. Belly fat is many people’s concern and it’s usually hard to get rid of it. Let’s learn about yoga asanas to reduce belly fat from yoga coach Ganeshwar Gochhikar on the occasion of International Yoga Day.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!