#Constipation #OdiaHealthTips
ବର୍ତ୍ତମାନର ଖାଦ୍ୟପେୟ ଓ ଜୀବନଶୈଳୀ ଯୋଗୁଁ ଅଧିକାଂଶ ଲୋକଙ୍କଠାରେ ଗ୍ୟାସ୍ ଓ କୋଷ୍ଠକାଠିନ୍ୟ ଭଳି ସମସ୍ୟା ଦେଖାଦେଉଛି। ତେବେ ଏହିସବୁ ସମସ୍ୟାର କାରଣ କ’ଣ? ଏହାର ଚିକିତ୍ସା ଓ ନିରାକରଣ ବିଷୟରେ ବିଶିଷ୍ଟ ପେଟ ରୋଗ ବିଶେଷଜ୍ଞ ଡାକ୍ତର ଶକ୍ତି ପ୍ରସାଦ ଚୌଧୁରୀ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ଗ୍ୟାସ୍ ଓ କୋଷ୍ଠକାଠିନ୍ୟ ସମସ୍ୟାର କାରଣ କ’ଣ?
କ’ଣ ଖାଇଲେ ଗ୍ୟାସ୍ ଓ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହେବ?
Constipation is a common problem occurring in many people. This can be serious if you have not passed stool for a week or have bleeding. Let us know about the causes and prevention of constipation from Dr Shakti Prasad Choudhury, a Gastroenterologist.
In this Video,
Causes of Gas & Constipation
What to eat to get relief from gas and constipation problems?
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!