#SkinCare #OdiaHealthTips #DoctorAdvice
ବୟସ ବଢ଼ିବା ସହିତ କିମ୍ବା ସୂର୍ଯ୍ୟକିରଣ ପ୍ରଭାବରେ ଉଭୟ ପୁରୁଷ ଏବଂ ମହିଳାଙ୍କ ମୁହଁରେ କଳା କଳା ଦାଗ ସଦୃଶ ହୋଇଯାଏ, ଯାହାକୁ ମେଲାଜ୍ମା ବୋଲି କୁହାଯାଏ। ତେବେ ଏହା କେମିତି ଯିବ? ଏନେଇ କ’ଣ କହୁଛନ୍ତି ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର କୁମାର ଅଭିଷେକ, ଆସନ୍ତୁ ଜାଣିବା।
Melasma is a common pigmentation disorder that causes brown or gray patches to appear on the skin, mainly on the face. So what is the main cause of melasma? Does melasma ever go away? Let’s know more from Dr Kumar Abhishek, a Dermatologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!