#HairFall #OdiaHealthTips
ବର୍ତ୍ତମାନ କେଶ ଝଡ଼ିବା ଏକ ପ୍ରମୁଖ ସମସ୍ୟା ଭାବେ ଦେଖାଦେଇଛି। କମ୍ ବୟସରୁ କେଶ ଝଡ଼ିବା ଫଳରେ ଅନେକ ଚିନ୍ତାଗ୍ରସ୍ତ ହୋଇପଡ଼ୁଛନ୍ତି। କେଶ ଝଡ଼ିବାର ଚିକିତ୍ସା କରିବା ପୂର୍ବରୁ ଏହାର କାରଣ ଜାଣିବାକୁ ପଡ଼ିବ। କେଶ କାହିଁକି ଝଡ଼ିଥାଏ? କେମିତି ନିଜ କେଶର ଯତ୍ନ ନେବେ? ଏନେଇ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ଦିଲ୍ଲୀପ କୁମାର ବେହେରା କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ଅତ୍ୟଧିକ କେଶ ଝଡ଼ିବାର କାରଣ କ’ଣ? (0:00)
ଅତ୍ୟଧିକ କେଶ ଝଡିବାକୁ ରୋକିବେ କିପରି? (1:37)
ସୁସ୍ଥ କେଶ ପାଇଁ ଡାଏଟ୍ର ଭୂମିକା (5:03)
ଅଳ୍ପ ବୟସରୁ କେଶ ପାଚିବାର କାରଣ (5:48)
କେଶ ଝଡ଼ିବା ରୋକିବାରେ ଘରୋଇ ଉପଚାର (7:06)
ସୁସ୍ଥ କେଶ ପାଇଁ ଟିପ୍ସ (8:16)
Hair Fall or Hair Loss is shedding of hair from the scalp. Hair Fall or Hair Loss is a natural and common occurrence to some extent, but excessive hair loss can be a concern. How to treat Hair Fall? How can you prevent Hair Fall? Let’s know more from Dr Dillip Kumar Behera, a Dermatologist.
In this Video,
What causes Hair Fall? in Odia (0:00)
How to prevent Hair Fall? in Odia (1:37)
Role of Diet for Healthy Hair, in Odia (5:03)
Premature Graying of Hair, in Odia (5:48)
Are there any Home Remedies to prevent Hair Fall? in Odia (7:06)
Tip for Healthy Hair, in Odia (8:16)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!