#DiabetesInfection #OdiaHealthTips
ସାଧାରଣତଃ ଡାଏବେଟିସ୍ ରୋଗୀଙ୍କର ରୋଗ ପ୍ରତିରୋଧକ ଶକ୍ତି କମ୍ ଥାଏ, ତେଣୁ ସେମାନଙ୍କଠାରେ ଇନ୍ଫେକ୍ସନ୍ ହେବାର ଆଶଙ୍କା ଅଧିକ ରହିଛି। ହେଲେ ଏଠି ପ୍ରଶ୍ନ ଉଠୁଛି ଯେ, ସେମାନେ ଇନ୍ଫେକ୍ସନ୍କୁ ଏଡ଼ାଇବେ କିପରି? ଏହି ଭିଡିଓ ମାଧ୍ୟମରେ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ମଧୁସ୍ମିତା ସାହୁ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ଡାଏବେଟିସ୍ ରୋଗୀଙ୍କୁ ଇନ୍ଫେକ୍ସନ୍ କାହିଁକି ହୁଏ? (0:00)
ଇନ୍ଫେକ୍ସନ୍କୁ ଏଡ଼ାଇବା ପାଇଁ କେଉଁ କେଉଁ ଭ୍ୟାକ୍ସିନ୍ ନେବେ? (1:53)
People with diabetes are more susceptible to infections due to high blood sugar levels, which weaken the immune system. Poor circulation leads to slower wound healing & more frequent infections in areas like the skin, urinary tract, and respiratory system. Which vaccines help prevent infections in Diabetic patients? Let’s know more from Dr Madhusmita Sahu, an Endocrinologist.
In this Video,
Why do infections occur in Diabetic patients? in Odia (0:00)
Which vaccines help prevent infections in Diabetics? in Odia (1:53)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: https://www.facebook.com/SwasthyaPlusOdia.
For feedback and business inquiries, contact Swasthya Plus Odia at hello@swasthyaplus.com
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!