#HealthyKidney #OdiaHealthTips #DoctorAdvice
କିଡ୍ନି ରୋଗ ହେବାର ମୁଖ୍ୟ କାରଣ ହେଉଛି ଅନିୟନ୍ତ୍ରିତ ମଧୁମେହ ଓ ଉଚ୍ଚରକ୍ତଚାପ। ଏହାଛଡ଼ା ପନିପରିବାରେ ମାତ୍ରାଧିକ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ ଡାକ୍ତରଙ୍କ ବିନା ପରାମର୍ଶରେ ଔଷଧ ତଥା ପେନ୍କିଲରର ସେବନ ଯୋଗୁଁ କିଡ୍ନି ଖରାପ ହୋଇଥାଏ। ଆସନ୍ତୁ ବିଶିଷ୍ଟ ୟୁରୋଲୋଜିଷ୍ଟଙ୍କଠାରୁ ଜାଣିବା କିଡ୍ନିକୁ କେମିତି ରଖିବେ ସୁସ୍ଥ?
Kidneys are an important part of our body. It acts as a filter to cleanse all the waste from the body. The main causes of kidney disease are uncontrolled diabetes and high blood pressure. What are the causes of kidney disease? How to keep your kidney healthy? Let us know more Urologist Dr Sukanta Kumar Padhy.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!