#MentalHealth #OdiaHealthTips
ମାନସିକ ସ୍ଵାସ୍ଥ୍ୟ ତୁମ ସ୍ୱାସ୍ଥ୍ୟର ଏକ ଅଂଶ ଏବଂ ଏହା ତୁମର ଶାରୀରିକ ସ୍ୱାସ୍ଥ୍ୟ ସହିତ ଜଡ଼ିତ। ଯେତେବେଳେ ଆମେ ନିଜ ସ୍ୱାସ୍ଥ୍ୟ ଉପରେ ଅସୁସ୍ଥ ଅନୁଭବ କରୁ କିମ୍ବା ସନ୍ଦେହ ଅନୁଭବ କରୁ, ସେତେବେଳେ ଆମେ ଡାକ୍ତରଙ୍କ ପାଖକୁ ଯାଇଥାଉ କିନ୍ତୁ ଯେତେବେଳେ ଆମେ ଆମର ଭାବନା ଏବଂ ଚିନ୍ତାଧାରାରେ ପରିବର୍ତ୍ତନ ଦେଖୁ, ସେତେବେଳେ ଆମେ ସାହାଯ୍ୟ ଖୋଜୁ କି? ଆମେ ହୁଏତ ସ୍ୱୀକାର କରୁନାହୁଁ ଯେ ଆମକୁ ମାନସିକ ବିଶେଷଜ୍ଞଙ୍କ ପରାମର୍ଶ ନେବା ଜରୁରୀ। ଆସନ୍ତୁ ଶୁଣିବା ସ୍ୱାୟୁ ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ଶୁଭଙ୍କର ସ୍ୱାଇଁ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
Your mental health is a part of your health and is related to your physical health. We often go to doctors for check-ups when we are feeling unwell or doubtful about our health but do we really seek help when we are facing trouble with our emotions, feelings, and thoughts? We may not even realise or acknowledge our mental health let alone seeking help. Let’s hear from Dr Subhankar Swain, who helps us understand when we should seek professional help for our mental health.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!