#QuitTobacco #OdiaHealthTips
ଆଜି ମେ’ ୩୧, ଏହି ଦିନ ସାରାବିଶ୍ୱରେ ତମାଖୁ ବର୍ଜନ ଦିବସ ପାଳନ ହୁଏ। ତମାଖୁ ପ୍ରତି ଦୂରତା ରଖିବାକୁ ସଚେତନ କରାଯାଏ। ଫିଲ୍ମ ଆରମ୍ଭ ପୂର୍ବରୁ କିମ୍ବା ଟେଲିଭିଜନରେ ବିଭିନ୍ନ ସମୟରେ ଏକ ବାର୍ତ୍ତା ଆସିଥାଏ ଯେ ‘ତମାଖୁ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ’। ଟିଭି, ପୋଷ୍ଟର, ବ୍ୟାନର ମାଧ୍ୟମରେ ସବୁବେଳେ ତମାଖୁ କ୍ଷତିକାରକ ଗୁଣ ସମ୍ପର୍କରେ ସଚେତନ କରାଯାଏ। ଏହି ସଚେତନତା ଅଭିଯାନକୁ ଆହୁରି ମଜଭୁତ କରିବା ପାଇଁ ପ୍ରତିବର୍ଷ ମେ’ ୩୧ରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ କରାଯାଏ। ଏହା ମାଧ୍ୟମରେ ତମାଖୁ ସେବନ ଦ୍ୱାରା ହେଉଥିବା କ୍ଷତି ବିଷୟରେ ଲୋକଙ୍କୁ ସଚେତନ କରାଯାଏ। ତମାଖୁ ଆମ ପାଇଁ କିପରି ସାଂଘାତିକ ହୋଇପାରେ ସେ ବିଷୟରେ ଲୋକଙ୍କୁ କୁହାଯାଏ। ତେବେ ତମାଖୁର ଅଭ୍ୟାସ କିପରି ଛାଡ଼ିବେ, ସେ ବିଷୟରେ ଡାକ୍ତର ଦେବୀ ପ୍ରସାଦ ମହାନ୍ତି କ’ଣ କହୁଛନ୍ତି ଆସନ୍ତୁ ଜାଣିବା।
World No Tobacco Day is observed on May 31 to raise awareness about the health risks of consuming tobacco. We see the message “tobacco is injurious to health” everywhere; movies, television disclaimers, posters, banners, etc remind us of its harmful effect. Increased risk of gum disease and tooth loss are among the common problems. So what are the effects of smoking and tobacco? Let’s know more from Dr Devi Prasad Mohanty, Psycho-oncologist.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!