#PlanningforPregnancy #OdiaHealthTips
ଗୋଟିଏ ସୁନ୍ଦର ଘର ତିଆରି କରିବାକୁ ହେଲେ ତା’ର ସୁଚିନ୍ତିତ ନକ୍ସାଟିଏ ଆଗରୁ ପ୍ରସ୍ତୁତ କରିବାକୁ ପଡ଼ିଥାଏ। ଯଦି ଘରଟି ତରବରିଆ ଭାବରେ ହୋଇଥାଏ, ତାହାର ସୌନ୍ଦର୍ଯ୍ୟ ମନକୁ ଛୁଇଁପାରେନି। ଠିକ୍ ସେହିଭଳି ସୁସ୍ଥ ଶିଶୁଟିଏ ପାଇଁ ଆଗରୁ ବାପା, ମା’ଙ୍କୁ ଶାରୀରିକ ଓ ମାନସିକ ଭାବରେ ପ୍ରସ୍ତୁତ ହେବାକୁ ପଡ଼ିଥାଏ। ଗର୍ଭାବସ୍ଥାର ପ୍ରଥମ ପର୍ଯ୍ୟାୟରୁ ପ୍ରସୂତି ବିଶେଷଜ୍ଞ ଦ୍ୱାରା ପରାମର୍ଶ ନେଲେ ଓ ନିୟମିତ ଚେକ୍ଅପ୍ କଲେ ଗର୍ଭଜନିତ ଗୁରୁତର ଜଟିଳତା ବା ହାଇ ରିସ୍କ ଗର୍ଭଧାରଣକୁ ଏଡ଼ାଇପାରିବା। ଆସନ୍ତୁ ଏ ବିଷୟରେ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ପ୍ରିୟଦର୍ଶିନୀ ତ୍ରିପାଠୀଙ୍କଠାରୁ ଅଧିକ ଜାଣନ୍ତୁ।
Are you nervous about becoming a parent? Parenthood and childbirth require both physical and mental readiness. It is normal to feel anxious and uncertain during the process. Did you know that there are many health professionals who provide support in preparing for parenthood? From helping you overcome conceiving stress to assisting you during and after your childbirth. Let’s hear more from Dr Priyadarshini Tripathy, an Obstetrician & Gynaecologist on the things you may need to know before you plan pregnancy.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!