#FoodandNutrition #OdiaHealthTips #DoctorAdvice
ଅଧିକାଂଶ ମହିଳା ପିରିୟଡ୍ସ ବା ଋତୁସ୍ରାବ ସମୟରେ ଖାଦ୍ୟପେୟ ସଠିକ୍ ଭାବେ କରନ୍ତି ନାହିଁ। ଏହି ସମୟରେ କେତେକ ଅସ୍ୱାସ୍ଥ୍ୟକର ଖାଦ୍ୟ ଖାଇବା ଦ୍ୱାରା ଏହା ପିରିୟଡ୍ସରେ ଅସନ୍ତୁଳନ କରିଥାଏ। ତେବେ ପିରିୟଡ୍ସ ବେଳେ କ’ଣ ଖାଇବେ, କ’ଣ ନାହିଁ, ଆସନ୍ତୁ ଡାଏଟିସିଆନ୍ ସୁଶ୍ରୀ ତପସ୍ୱିନୀ ଦାସ କ’ଣ କହୁଛନ୍ତି, ଜାଣିବା।
Many people have uncomfortable symptoms during menstruation. Most women do not eat properly during menstruation. Eating some unhealthy foods during this time can help in balancing your period. So let’s find out what to eat and what not to eat during the period. Let’s find out more from Sushree Tapaswini Das, a Dietician.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!