#pcosdiet #odiahealthtips
ବର୍ତ୍ତମାନ ପ୍ରତି ଛଅ ଜଣ ମହିଳାଙ୍କ ମଧ୍ୟରୁ ଜଣଙ୍କଠାରେ ପିସିଓଏସ୍ ସମସ୍ୟା ଦେଖାଦେଉଛି। ସାଧାରଣତଃ ଅସନ୍ତୁଳିତ ହର୍ମୋନ ସ୍ତର, ବିଶୃଙ୍ଖଳିତ ଜୀବନେଶୈଳୀ ଏଥିପାଇଁ ମୁଖ୍ୟତଃ ଦାୟୀ। ତେଣୁ ପିସିଓଏସ୍ ସମସ୍ୟାକୁ ନିୟନ୍ତ୍ରଣରେ ରଖିବାକୁ ହେଲେ ଖାଦ୍ୟେପେୟରେ ପରିବର୍ତ୍ତନ କରିବା ନିହାତି ଜରୁରୀ । ଆସନ୍ତୁ ଡାଏଟିସିଆନ୍ ଡାକ୍ତର ସୁନିତା ସାହୁଙ୍କଠାରୁ ଏ ବିଷୟରେ ଅଧିକ ଜାଣିବା।
One in every six vulva-owner is getting diagnosed with PCOS. PCOS occurs from hormonal imbalance and the current lifestyles of people are also responsible. Diet and exercise are essential practices for managing PCOS. So what can you eat or not eat with PCOS? What is the balance PCOS diet? Let’s find out more from Dietician Dr Sunita Sahoo.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!