#SkinCare #OdiaHealthTips #DoctorAdvice
ଶୀତଦିନେ ଥଣ୍ଡା ବଢ଼ିବା କାରଣରୁ ତ୍ୱଚା ଶୁଷ୍କ ଓ ରୁକ୍ଷ ହୋଇଯାଏ। ଫଳରେ ତ୍ୱଚାରେ ବିଭିନ୍ନ ସମସ୍ୟା ଦେଖାଯାଏ। ବିଶେଷକରି ତ୍ୱଚା ଶୁଖିଯିବା କାରଣରୁ ଚର୍ମ କୁଣ୍ଡେଇ ହେବା, ତ୍ୱଚା ଶୁଖିଲା ପଡ଼ି ଧଳା ପଡ଼ିଯାଏ ବା ଶୀତଫୁଲା ଭଳି ସମସ୍ୟା ହୋଇଥାଏ। ଖାସ୍ କରି ଶୀତଦିନେ ନିଜ ତ୍ୱଚାର ଯତ୍ନ କିପରି ନେବେ, ଆସନ୍ତୁ ଜାଣିବା ଚର୍ମ ରୋଗ ବିଶେଷଜ୍ଞ ଟି ସୁନ୍ଦର ସାହୁଙ୍କଠାରୁ।
The skin becomes dry and rough due to the cold in winter. As a result, various skin problems appear. Dry skin, This can leave your skin looking a lot less radiant than normal. Let’s find out how to take care of your skin in the winter season from Dr T Sundar Sahoo, a Dermatologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। – ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!