#Egg #Nutrition #OdiaHealthTips
‘Eggs for Good Health’ awareness campaign by Swasthya Plus Odia on World Egg Day 2023 is supported by Kenko Eggs – For a Healthy Family.
ଅଣ୍ଡାରେ ରହିଛି ଉନ୍ନତମାନର ପ୍ରୋଟିନ୍, ଭିଟାମିନ୍ ଏବଂ ମିନେରାଲ୍ସ, ଯାହା ହୃଦୟକୁ ସୁସ୍ଥ ରଖିବାରେ ବେଶ ସହାୟକ ହୋଇଥାଏ। ସୁସ୍ଥ ହୃଦୟ ପାଇଁ ଦୈନିକ କେତୋଟି ଅଣ୍ଡା ଖାଇପାରିବେ? ହୃଦୟର ସ୍ଵାସ୍ଥ୍ୟ ପାଇଁ ଅଣ୍ଡାର ଭୂମିକା କ’ଣ? ଏ ବିଷୟରେ ଆସନ୍ତୁ ବିଶିଷ୍ଟ ଡାଏଟିସିଆନ୍ ଅନ୍ମୟୀ ନନ୍ଦଙ୍କଠାରୁ ଜାଣିବା।
ଏହି ଭିଡିଓରେ ରହିଛି:
ସୁସ୍ଥ ହୃଦୟ ପାଇଁ ଅଣ୍ଡା (0:00)
ଦୈନିକ କେତୋଟି ଅଣ୍ଡା ଖାଇପାରିବେ? (2:34)
ପ୍ରତି ବର୍ଷ ଅକ୍ଟୋବର ୧୩ ତାରିଖକୁ ବିଶ୍ଵ ଅଣ୍ଡା ଦିବସ ଭାବରେ ପାଳନ କରାଯାଏ। ଅଣ୍ଡାର ଉପକାରିତା ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ଵାସ୍ଥ୍ୟପ୍ଲସ୍ ନେଟୱାର୍କ ପକ୍ଷରୁ ଏହି ଭିଡିଓ ପ୍ରକାଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସହଯୋଗର ହାତ ବଢ଼ାଇଛି ‘କେନ୍କୋ ଏଗ୍ସ: ଫର୍ ଏ ହେଲ୍ଦି ଲାଇଫ୍’।
Eggs are a powerhouse of nutrients, including high-quality proteins, vitamins, and minerals. How can eating eggs contribute to a healthy heart? What are the benefits of eggs? Let’s know more from Anmayee Nanda, a Dietician.
In this Video:
Benefits of Eggs for Heart Health, in Odia (0:00)
How many eggs should you eat in a day? in Odia (2:34)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: http://www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!